Masthead

ନୋଟିସ୍ ପରେ ରାହୁଲଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଦସ୍ୟ ପଦ ରଦ୍ଦ ପରେ ସରକାରୀ ବାସଭବନ ଛାଡ଼ିବାକୁ ରାହୁଲ ଗାନ୍ଧିଙ୍କୁ ନୋଟିସ ହୋଇଛି । ସରକାରୀ ବଙ୍ଗଳା ଖାଲି କରିବାକୁ ନୋଟିସ ପରେ ରାହୁଲ ଗାନ୍ଧୀ ଏହାକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଏହି ନିର୍ଦ୍ଦେଶକୁ ପାଳନ କରିବେ। ଏଥିସହ ଲୋକସଭାର ଉପସଚିବଙ୍କୁ ରାହୁଲ ଧନ୍ୟବାଦ ଜଣାଇଛନ୍ତି। ତେବେ ସେହି ଘରେ ତାଙ୍କର ଅନେକ ସ୍ମୃତି ରହିଥିବା ରାହୁଲ କହିଛନ୍ତି। ରାହୁଲ ଗାନ୍ଧୀଙ୍କ ସଦସ୍ୟତା ରଦ୍ଦ ହେବା ପରେ ସୋମବାର ଏକ ମାସ ଭିତରେ ସରକାରୀ ବଙ୍ଗଳା ଖାଲି କରିବାକୁ ଲୋକ ସଭାର ଗୃହ କମିଟି ସୋମବାର ନୋଟିସ ଜାରି କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା