Masthead

ଓଡ଼ିଶାରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ନାଉରୀ ନାୟକ

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ। ଯେଉଁ ସାର୍ଟିଫିକେଟ ଚାହିଁଲେ ସେମାନେ ତିଆରି କରୁଛନ୍ତି । ଏସପି ମଧ୍ୟ କହିଛନ୍ତି ବହୁ ଦିନରୁ ଏ ରାକେଟ ଚାଲୁଥିଲା। ସେ ସାର୍ଟିଫିକେଟ ନେଇ ଅନେକ ପିଲା ଚାକିରି କରୁଥିବେ। ଏହାର ତଦନ୍ତ ହେବାର ଆବଶ୍ୟକତା ରହିଛି ।ଏ ଅନୁଷ୍ଠାନ କୁ ଯିଏ ଚଳାଉଥିଲେ ସେମାନଙ୍କୁ ଗିରଫ କରାଯାଇଛି। ଯେଉଁ ୧୯ ଜଣ ଗିରଫ ହୋଇଛନ୍ତି ସେଥିରେ ବିଜେଡି ଆଇଟି ସଦସ୍ୟ ମଧ୍ୟ ସମ୍ପୁକ୍ତି ରହିଛି। ଏଥିରୁ ସ୍ପଷ୍ଟ ଯେ ବିଜେଡି ନେତାମାନେ ଦୁର୍ନୀତି କରୁଛନ୍ତି । ଶାସକ ଦଳର ଛତ୍ର ଛାୟା ତଳେ ଏସବୁ କାମ ହୋଇଛି। ଗତକାଲି ବଲାଙ୍ଗୀରରୁ ଧରା ଯାଇଥିବା ଜାଲ ସାର୍ଟିଫିକେଟ ରାକେଟ ପ୍ରସଙ୍ଗକୁ ନେଇ ଏଭଳି କହିଛନ୍ତି ନାଉରୀ ନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ