Masthead

ରାଜଧାନୀରେ ପ୍ରବଳ ପବନ ଓ ବର୍ଷା

ଭୁବନେଶ୍ୱରେ(ବଡ଼ ଖବର ବ୍ୟୁରୋ): ରାଜଧାନୀରେ ପ୍ରବଳ ପବନ ଓ ବର୍ଷା । ଅପରାହ୍ନରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଦେଖିବାକୁ ମିଳିଛି । ଅନେକ ସ୍ଥାନରେ ଜୋର୍ ପବନ ଓ ଅଳ୍ପ ବର୍ଷା ହୋଇଥିବା ବେଳେ କିଛି ସ୍ଥାନରେ ଅଧ୍ଖଳ ସମୟ ବର୍ଷା ହୋଇଥିଲା । ତେବେ ବର୍ଷା ହେବା ସହ ରାଜଧାନୀ ଭୁବନେଶ୍ୱରର ପୁରୁଣା ଦୁର୍ଦ୍ଦଶା ପୁଣି ସାମ୍ନାକୁ ଆସିଥିଲା । ଇସ୍କନ ମନ୍ଦିର ସମ୍ମୁଖରେ ଜଳନିଷ୍କାସନ ହୋଇପାରି ନ ଥିଲା । ସବୁବର୍ଷ ଭଳି ପାଣିରେ କାର୍ ଫସିଯିବା ଦୃଶ୍ୟ ସାମ୍ନାକୁ ଆସିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ