Masthead

୩୦ହଜାରରେ ନିଲାମ ହେଲା ମରିଚିକୁଣ୍ଡ ପାଣି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା । ଗତକାଲି ରାତିରେ ମରିଚିକୁଣ୍ଡ ପାଣି ଯାଇ ରଥ ପ୍ରତିଷ୍ଠା କରାଯାଇଥିଲା । ଏହାପରେ ପରମ୍ପରା ଅନୁଯାୟୀ ପାଣି ନିଲାମ ହୋଇଥିଲା । ୩୦ହଜାର ଟଙ୍କାରେ ନିଲାମ ହୋଇଛି ପ୍ରଥମ କଳସ ପାଣି । ଦ୍ୱିତୀୟ କଳସ ୧୬ ହଜାରରେ ନିଲାମ ହୋଇଛି । ଏହାର ନିମାଲ ଧରିଥିଲେ ଭୁବନେଶ୍ୱରର ମାଳତୀ ସୋରେନ୍ । ତୃତୀୟ କଳସ ଅନୁଗୁଳର ଅଞ୍ଜଳି ପ୍ରଧାନ ୮ହଜାର ଟଙ୍କାରେ ନିଲାମ ଧରିଥିଲେ । ବଡ଼ୁ ନିଯୋଗ ପକ୍ଷରୁ ଏହି ନିଲାମ କାର୍ଯ୍ୟ ଶେଷ କରାଯାଇଥିଲା ।

ଅଶୋକାଷ୍ଟମୀ ତିଥିରେ ପ୍ରଭୁ ଶ୍ରୀଲିଙ୍ଗରାଜ ଭଉଣୀ ରୁକ୍ମିଣୀଙ୍କୁ ରଥରେ ନେଇ ରାମନବମୀ ଯାତ୍ରା ବୁଲିବାକୁ ଯିବେ। ଦ୍ୱାଦଶୀରେ ମାଉସୀ ମା’ ଘରୁ ବାହୁଡିବେ । ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ନୀତି ଅନୁସାରେ ଦିନ୧୨ଟାରେ ମଙ୍ଗଳ ଆଳତି, ୨ଟା ରେ ଭୋଗ ଲାଗି ଓ ପହଣ୍ଡି ପରେ ୩ଟା ସମୟରେ ହେବ ରଥଟଣା । ଲକ୍ଷାଧିକ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ବ୍ୟାପକ ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ