Masthead

ଆଫଗାନିସ୍ତାନରେ ଭୂକମ୍ପ ଝଟକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଫଗାନିସ୍ତାନରେ ଭୂକମ୍ପ ଝଟକା । ଆଜି ସକାଳ ୫.୪୯ରେ ଭୂକମ୍ପ ଅନୁଭୂତ ହୋଇଛି । ଯାହାର ରିକ୍ଟର ସ୍କେଲରେ ତୀବ୍ରତା ୪.୩ ରହିଛି । ଯାହା ‘ଦି ନ୍ୟାସ୍‌ନାଲ୍‌ ସେଣ୍ଟର୍‌ ଫର୍‌ ସିସ୍ମୋଲୋଜି’ ସୂଚନାରୁ ଜଣାପଡ଼ିଛି। କାବୁଲ୍ ନଗରୀର ପୂର୍ବକୁ ୮୫ କିଲୋମିଟର୍‌ ଦୂରବର୍ତ୍ତୀ ଅଞ୍ଚଳ ଅନ୍ତର୍ଗତ ଭୂଗର୍ଭର ୧୦ କିଲୋମିଟର୍‌ ଅଭ୍ୟନ୍ତର ଥିଲା ଏହି ଭୂମିକମ୍ପର ଉତ୍ପତ୍ତିସ୍ଥଳ। ଏହି ଭୂକମ୍ପରେ କିଛି କ୍ଷୟକ୍ଷତି ହୋଇନଥିବା ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ