Masthead

ପୁଣି ଏକ ସନ୍ଦିଗ୍ଧ ପାରା ଉଦ୍ଧାର

ବାସୁଦେବପୁର(ବଡ଼ ଖବର ବ୍ୟୁରୋ): ପୁଣି ଏକ ସନ୍ଦିଗ୍ଧ ପାରା ଉଦ୍ଧାର । ବାସୁଦେବପୁର ବାଲିମେଦ ଅଞ୍ଚଳରୁ ପାରା ଉଦ୍ଧାର କରାଯାଇଛି । ପାରାର ଗୋଡ଼ରେ ପିତ୍ତଳ ରିଙ୍ଗରେ କିଛି ଲେଖାଥିବା ଦେଖିବାକୁ ମିଳିଛି । ପାରାକୁ ସ୍ଥାନୀୟ ଲୋକେ କାବୁ କରି ବନ ବିଭାଗକୁ ହସ୍ତାନ୍ତର କରିଛନ୍ତି । ପାରା ୨ଗୋଡ଼ରେ ଇଂରାଜୀ ଭାଷାରେ ମୋବାଇଲ ନଂ ସହିତ କେତେକ ଅକ୍ଷର ଲେଖା ଥିବା ଦେଖିବାକୁ ମିଳିଛି । ସ୍ଥାନୀୟ ଅଞ୍ଚଳରେ ଲୋକମାନେ ଭୟଭିତ ଅଛନ୍ତି । ପୂର୍ବରୁ ମଧ୍ୟ ୨ଟି ସନ୍ଦିଗ୍ଧ ପରା ଉଦ୍ଧାର କରାଯାଇଛି । ପାରାଦୀପ ଏବଂ ଅସ୍ତରଙ୍ଗରୁ ପୂର୍ବରୁ ସନ୍ଦିଗ୍ଧ ପାରା ଉଦ୍ଧାର କରାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା