Masthead

ଝାରସୁଗୁଡାରେ ଦଳ ନିଶ୍ଚିତ ଲଢିବ: ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାରସୁଗୁଡା ଉପନିର୍ବାଚନକୁ ନେଇ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ପ୍ରତିକ୍ରିୟା । କହିଛନ୍ତି ଝାରସୁଗୁଡାରେ ଦଳ ନିଶ୍ଚିତ ଲଢେଇ କରିବ। ଲଢେଇ ପାଇଁ ସେଠାରେ ଅନେକ ମୁଦ୍ଦା ରହିଛି । ଆଇନ ଶୃଙ୍ଖଳା ପ୍ରସଙ୍ଗକୁ ମୁଖ୍ୟ ଅସ୍ତ୍ର କରିବ ଦଳ । କାରଣ ସେଠାକାର ସ୍ଥାନୀୟ ମନ୍ତ୍ରୀଙ୍କୁ ଦିନ ଦ୍ୱିପ୍ରହରରେ ହତ୍ୟା କରାଯାଉଛି। ସରକାର ତାଙ୍କୁ ସୁରକ୍ଷା ଦେଇ ପାରିଲେନି।

ତାହାଲେ ସାଧାରଣ ଲୋକ କିପରି ସୁରକ୍ଷିତ ରହିବେ। ଓଡ଼ିଶାବାସୀ କିପରି ସୁରକ୍ଷିତ ରହିବେ ।ଏ ପ୍ରସଙ୍ଗ ସହ ବେକାରୀ ସମସ୍ୟା , ଝାରସୁଗୁଡା ଜିଲାରେ ପାନୀୟ ଜଳ ସମସ୍ୟାକୁ ମଧ୍ୟ ଉଠାଯିବ। ଝାରସୁଗୁଡାରେ କଳ କାରଖାନା ଥାଇ ବେକାରୀ ସମସ୍ୟା ବଢୁଛି। ମହିଳାଙ୍କ ଉପରେ ନିର୍ଯାତନା ବଢୁଛି। ଖଣି ଦୁର୍ନୀତି ଏବେ ଚରମ ସୀମାରେ। ଏ ସବୁ ପ୍ରସଙ୍ଗକୁ ନେଇ ନିର୍ବାଚନ ଲଢ଼ିବ କଂଗ୍ରେସ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା