Masthead

ଯେଉଁ ବ୍ୟକ୍ତିଙ୍କ ସହ ଭୁଲ କରାଯିବ ଆମେ ତାଙ୍କ ସହ ଠିଆ ହେବୁ: ରାକେଶ ଟିକାୟତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେନ୍ଦ୍ରକୁ ଟାର୍ଗେଟ କଲେ ଚାଷୀ ନେତା ରାକେଶ ଟିକାୟତ । ମଙ୍ଗଳବାର ହରିଆଣାରେ ଏକ ସାଧାରଣ ସଭାକୁ ସମ୍ବୋଧନ କରି ସେ କହିଛନ୍ତି, ରାହୁଲ ଗାନ୍ଧିଙ୍କ ସଦସ୍ୟତା ରଦ୍ଦ କରି ଗଣତନ୍ତ୍ରକୁ ହତ୍ୟା କରାଯାଇଛି। ଦେଶରେ ଗଣତନ୍ତ୍ର ଏବେ ବିପଦରେ। ଯେତେବେଳେ ସରକାର ଭେଦଭାବମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତି, ସେତେବେଳେ ସମସ୍ତ ବିରୋଧୀ ଦଳ ଏକଜୁଟ ହେବା ଉଚିତ୍‌।

ସବୁ ଦଳକୁ ହଟାଇବା ପାଇଁ ଧୀରେ ଧୀରେ ଉଦ୍ୟମ କରାଯାଉଛି। ରାହୁଲ ଗାନ୍ଧି ମାମଲାରେ ପରୋକ୍ଷରେ ସୂଚନା ଦେଇ ଟିକାୟତ କହିଛନ୍ତି , ଯେଉଁ ବ୍ୟକ୍ତିଙ୍କ ସହ ଭୁଲ କରାଯିବ ଆମେ ତାଙ୍କ ସହ ଠିଆ ହେବୁ। ଦେଶର ଗଣତନ୍ତ୍ର ବିପଦରେ ଥିବାରୁ ସମସ୍ତ ଦଳ ଏକାଠି ହୋଇ କିଷାନ ମୋର୍ଚ୍ଚା ଭଳି ମିଳିତ ରାଜନୈତିକ ସାମ୍ମୁଖ୍ୟ ଗଠନ କରିବା ଉଚିତ୍‌ ବୋଲି ସେ କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ