Masthead

ଦୁର୍ଦ୍ଦିନରେ ମତ୍ସ୍ୟଜୀବୀ

ମହାକାଳପଡ଼ା (ବଡ଼ ଖବର ବ୍ୟୁରୋ): କରୋନା ମହାମାରୀ ଉଜାଡ଼ି ଦେଇଛି ମତ୍ସ୍ୟଜୀବୀଙ୍କ ଜୀବନଜୀବିକା । କେନ୍ଦ୍ରାପଡ଼ା ଜିଲ୍ଲାର ମତ୍ସ୍ୟଜୀବୀମାନେ ଦୁର୍ଦ୍ଦିନରେ ଦିନ କାଟୁଛନ୍ତି । ଜିଲ୍ଲାର ରାଜନଗର, ମହାକାଳପଡ଼ାର ଜମ୍ବୁ, ସୁନିତ, ରାମନଗର, ଖରିନାସୀ, ବତିଘର ଓ ଗୋଗୁଆ ପଞ୍ଚାୟତରେ ରହୁଥିବା ଶହ ଶହ ମତ୍ସ୍ୟଜୀବୀଙ୍କ ଜୀବିକା ଉଜୁଡ଼ିବାରେ ଲାଗିଛି । ଲକଡାଉନ ସଟଡାଉନ ଖୋଲିବା ପରେ ଲଘୁଚାପ ସାଜିଛି ବାଧକ । ଗୋଟିଏ ପରେ ଗୋଟିଏ ଲଘୁଚାପ ଆସୁଥିବାରୁ ସମୁଦ୍ର ଭିତରକୁ ଯିବାକୁ ପ୍ରଶାସନ ବାରଣ କରୁଛି । ପରିବାରର ଗୁଜୁରାଣ ମେଣ୍ଟାଇବା ସେମାନଙ୍କ ଲାଗି କଷ୍ଟ ହୋଇପଡୁଛି । ସେପଟେ ଋଣଭାର ମଧ୍ୟ ବଢ଼ିବାରେ ଲାଗିଛି । ରାଜ୍ୟରେ ପାରମ୍ପରିକ ମତ୍ସ୍ୟଜୀବୀ ସଂଘ ରହିଥିଲେ ସୁଦ୍ଧା ସରକାରଙ୍କ ନଜର ଏମାନଙ୍କ ଉପରେ ପଡୁନଥିବା କହିଛନ୍ତି ମତ୍ସ୍ୟଜୀବୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ