Masthead

ରାମନବମୀରେ ଅଘଟଣ, ଜଳିଲା ମନ୍ଦିର

ଆନ୍ଧ୍ରପ୍ରଦେଶ(ବଡ଼ ଖବର ବ୍ୟୁରୋ): ରାମନବମୀରେ ଜଳିଲା ମନ୍ଦିର । ଆନ୍ଧ୍ରପ୍ରଦେଶର ପଶ୍ଚିମ ଗୋଦାବରୀ ଜିଲାର ଭେନୁଗୋପାଲା ସ୍ୱାମୀ ମନ୍ଦିରରେ ରାମନବମୀ ଉତ୍ସବ ସମୟରେ ଅଗ୍ନିକାଣ୍ଡ ଘଟିଛି। ରାମ ନବମୀ ପାଳନ ପାଇଁ ମନ୍ଦିରରେ ଏକ ପେଣ୍ଡାଲ ଲଗାଯାଇଥିଲା। ଏହି ସମୟରେ ସେଠାରେ ସର୍ଟ ସର୍କିଟ ଯୋଗୁ ଏହି ପେଣ୍ଡାଲରେ ନିଆଁ ଲାଗିଯାଇଥିଲା। କିଛି କ୍ଷଣ ମଧ୍ୟରେ ନିଆଁ ଚାରିଆଡେ ବ୍ୟାପି ଯାଇଥିଲା। ନିଆଁ ଲାଗିବା ମାତ୍ରେ ଭକ୍ତମାନଙ୍କୁ ପେଣ୍ଡାଲରୁ ବାହାର କରାଯାଇଥିଲା। ଫଳରେ ଏକ ବଡ଼ ଦୁର୍ଘଟଣାକୁ ଏଡାଇ ଦିଆଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦିଲ୍ଲୀ ଫେରି ଯିବେ ରାଷ୍ଟ୍ରପତି 🔴 ବଢ଼ିବ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ବନ୍ୟା ଧୋଇନେଲା ଚାଷ, ଏବେ ଚିନ୍ତାରେ ଚାଷୀ 🔴 ସମୁଦ୍ର ବାଲିକୁ ବି ଛାଡ଼ିଲେନି ବାଲି ମାଫିଆ 🔴 ନବମ ଛାତ୍ରଙ୍କୁ ନିସ୍ତୁକ ମାରିଲେ ଦଶମ ଛାତ୍ର 🔴 ମଝି ଆକାଶରେ ଥରିଲା ଏୟାର ଇଣ୍ଡିଆ ବିମାନ 🔴 ଦୁଇଟି ବଡ଼ ଘଟଣା, ସ୍କାନରରେ ୨୪୦ବ୍ୟକ୍ତି 🔴 ବନ୍ୟା ପରବର୍ତ୍ତୀ ସ୍ଥିତିକୁ ନେଇ ସଚିବସ୍ତରୀୟ ବୈଠକ 🔴 ତାମିଲନାଡୁରେ ରାଜନୈତିକ ଝଡ଼,ଉଦୟନିଧି ଷ୍ଟାଲିନଙ୍କ ଗିରଫକୁ ନେଇ ବଡ଼ ଚର୍ଚ୍ଚା…. 🔴 ମଦ ଦୋକାନକୁ ବିରୋଧ କରି ୬ଘଣ୍ଟିଆ ଜଟଣୀ ବନ୍ଦ ଡାକରା 🔴 ଦିଲ୍ଲୀ ଫେରି ଯିବେ ରାଷ୍ଟ୍ରପତି 🔴 ବଢ଼ିବ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ବନ୍ୟା ଧୋଇନେଲା ଚାଷ, ଏବେ ଚିନ୍ତାରେ ଚାଷୀ 🔴 ସମୁଦ୍ର ବାଲିକୁ ବି ଛାଡ଼ିଲେନି ବାଲି ମାଫିଆ 🔴 ନବମ ଛାତ୍ରଙ୍କୁ ନିସ୍ତୁକ ମାରିଲେ ଦଶମ ଛାତ୍ର 🔴 ମଝି ଆକାଶରେ ଥରିଲା ଏୟାର ଇଣ୍ଡିଆ ବିମାନ 🔴 ଦୁଇଟି ବଡ଼ ଘଟଣା, ସ୍କାନରରେ ୨୪୦ବ୍ୟକ୍ତି 🔴 ବନ୍ୟା ପରବର୍ତ୍ତୀ ସ୍ଥିତିକୁ ନେଇ ସଚିବସ୍ତରୀୟ ବୈଠକ 🔴 ତାମିଲନାଡୁରେ ରାଜନୈତିକ ଝଡ଼,ଉଦୟନିଧି ଷ୍ଟାଲିନଙ୍କ ଗିରଫକୁ ନେଇ ବଡ଼ ଚର୍ଚ୍ଚା…. 🔴 ମଦ ଦୋକାନକୁ ବିରୋଧ କରି ୬ଘଣ୍ଟିଆ ଜଟଣୀ ବନ୍ଦ ଡାକରା