Masthead

ଉପକୂଳ ଓଡ଼ିଶାରେ ଛେଚିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ୧୩ ଯାଏଁ ଉପକୂଳ ଓଡ଼ିଶାରେ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତରେ ପରିଣତ ହୋଇଛି । ଫଳରେ ଆଜି ସକାଳ ୫ଟା ୩୦ରେ ଅବପାତ ରୂପ ନେଇ ସୃଷ୍ଟି ହୋଇଛି ଲଘୁଚାପ । ଅଧିକ ଘନୀଭୂତ ହୋଇ ୨୪ଘଣ୍ଟାରେ ଗଭୀର ଅବପାତ ହେବାର ସମ୍ଭାବନା ରହିଛି । ବିଶାଖାପାଟଣାଠାରୁ ଦଣିକ୍ଷ-ଦଣିଣପୂର୍ବ ଦିଗରେ ୪୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି ଲଘୁଚାପ । ୧୨ ତାରିଖ ରାତି ସୁଦ୍ଧା ଆନ୍ଧ୍ର ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ