Masthead

ମନ୍ଦିର ଛାତ ଭୁଷୁଡ଼ିବା ଘଟଣା, ମୃତ୍ୟୁ ସଂଖ୍ୟା ୩୫ କୁ ବୃଦ୍ଧି

ଇନ୍ଦୋର(ବଡ଼ ଖବର ବ୍ୟୁରୋ): ଇନ୍ଦୋରରେ ମନ୍ଦିର କୂଅ ଭୁଷୁଡ଼ିବା ଘଟଣା । ମୃତ୍ୟୁ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ୩୦ ରୁ ଅଧିକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ଏବେବି ଜଣେ ନିଖୋଜ ରହିଛନ୍ତି । ଆହୁରି କିଛି ଲୋକ ମାଟି ତଳର ଚାପି ହୋଇ ରହିଥିବା ଅନୁମାନ କରାଯାଉଛି । ସୂଚନା ଅନୁସାରେ , ମଧ୍ୟପ୍ରଦେଶର ଇନ୍ଦୋରରେ ପବିତ୍ର ରାମ ନବମୀରେ ଶ୍ରୀ ବେଲେଶ୍ୱର ମହାଦେବ ଜୁଲେଲାଲ ମନ୍ଦିରରେ ଥିବା କୂଅ ଛାତ ଭୁଶୁଡ଼ି ପଡ଼ିଥିଲା । କିଛି ଶ୍ରଦ୍ଧାଳୁ ଏଥିରେ ଖସି ପଡ଼ିଥିଲେ । ମନ୍ଦିରରେ ଥିବା କୂଅ ଉପରେ ମାତ୍ରାଧିକ ଶ୍ରଦ୍ଧାଳୁ ଛିଡ଼ା ହୋଇ ଶ୍ରୀରାମଙ୍କ ଦର୍ଶନ କରୁଥିବା ସମୟରେ ଛାତ ଭୁଷୁଡ଼ି ପଡ଼ିଥିଲା । ଆହତଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼