Masthead

ଆଜି ଭିଜିବ ସାରା ଓଡ଼ିଶା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଟ୍ରପଲାଇନ ପ୍ରଭାବରେ ଆଜି ଭିଜିବ ସାରା ଓଡ଼ିଶା । ୧୨ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଥିବାବେଳେ ୧୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମୟୁରଭଞ୍ଜ, ବାଲେଖଦଉର, ଭଦ୍ରକ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡା, କଟକ ଏବଂ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।

ଏଥିସହ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସମ୍ବଲପୁର, ଦେବଗଡ଼ ଓ ବୌଦ୍ଧ ଆଦି ଜିଲ୍ଲାରେ ଝଡ଼ବର୍ଷା ସହ ୪୦ରୁ ୫୦ କିମି ବେଗରେ ପବନ ବହିବ । ଏଣୁ ଏହି ୯ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି