Masthead

ଅମ୍ରିତପାଲସିଂଙ୍କ ଖୋଲା ଚ୍ୟାଲେଞ୍ଜ, ମୁଁ ଗିରଫକୁ ଭୟ କରେ ନାହିଁ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଅମ୍ରିତପାଲସିଂଙ୍କ ପୋଲିସକୁ ଖୋଲା ଚ୍ୟାଲେଞ୍ଜ । ଖଲିସ୍ତାନୀ ସମର୍ଥକ ଅମ୍ରିତପାଲ ଆଉ ଏକ ଭିଡିଓ ଜାରି କରି କହିଛନ୍ତି, ମୁଁ ଲୋକଙ୍କ ମଧ୍ୟରେ ଆସିବି। ମୁଁ ଗିରଫକୁ ଭୟ କରେ ନାହିଁ, ମୁଁ ବିଦେଶକୁ ଯିବି ନାହିଁ, ମୋର କେଶ ମୁଁ କାଟିନାହିଁ।ଏହାପୂର୍ବରୁ ଗୁରୁବାର ଅପରାହ୍ନରେ ଅମୃତପାଲଙ୍କ ଏକ ଅଡିଓ କ୍ଲିପ ମଧ୍ୟ ସାମ୍ନାକୁ ଆସିଥିଲା।

ଏଥିରେ ସେ ଆତ୍ମସମର୍ପଣ ପାଇଁ ବୁଝାମଣା କରୁଥିବା କଳ୍ପନାଜଳ୍ପନାକୁ ଖାରଜ କରି ଶୁଣିବାକୁ ପାଇଥିଲେ।ଅମ୍ରିତପାଲ ସିଂଙ୍କୁ ଧରିବା ପାଇଁ ପୋଲିସ ଲଗାତାର ଚେଷ୍ଟା କରୁଛି। ଏହାପୂର୍ବରୁ ପଞ୍ଜାବ ପୋଲିସ ହୋଶିଆରପୁର ଗ୍ରାମ ତଥା ନିକଟବର୍ତ୍ତୀ ଅନେକ ଅଞ୍ଚଳରେ ବ୍ୟାପକ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ