‘ରାହୁଲ ଗାନ୍ଧି’ଙ୍କ ସମାନ ନାଁକୁ ବି ଅଯୋଗ୍ୟ ଘୋଷିତ କଲେ ନିର୍ବାଚନ କମିଶନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ନିର୍ବାଚନ କମିଶନ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କ ସମାନ ନାମକୁ ବି ଅଯୋଗ୍ୟ ଘୋଷିତ କରିଛନ୍ତି । ନିର୍ବାଚନ କମିଶନଙ୍କ ଅନୁଯାୟୀ, ନିର୍ବାଚନ ଖର୍ଚ୍ଚର ସୂଚନା ନ ଦେଇଥିବା ଅଭିଯୋଗରେ ‘ରାହୁଲ ଗାନ୍ଧି କେ. ଇ ଏସ ଓ ବାଲସାମ୍ମା’କୁ ଅଯୋଗ୍ୟ ଘୋଷିତ କରାଯାଇଛି । ୨୦୧୯ ଲୋକସଭା ନିର୍ବାଚନ ସମୟରେ କେରଳର ୱାଇନାଡ ଆସନରୁ ସେ ନିର୍ଦ୍ଦଳୀୟ ନିର୍ବାଚନ ଲଢିଥିଲେ, ସେଠାରୁ ରାହୁଲ ଗାନ୍ଧି ବହୁମତରେ ବିଜୟୀ ହୋଇଥିଲେ ।

ସେତେବେଳେ ରାହୁଲଙ୍କ ସମାନ ନାମକୁ ୨୧୯୬ ଭୋଟ ମିଳିଥିଲା । ରାହୁଲ ଗାନ୍ଧି ଏଠାରେ ୭ ଲକ୍ଷରୁ ଅଧିକ ଭୋଟ ପାଇ ନିର୍ବାଚନ ଜିତିଥିଲେ। ‘ରାହୁଲ ଗାନ୍ଧି କେଏଇ ଏସ୍‌/ଓ ବାଲସାମ୍ମା’ ନିର୍ବାଚନ ଲଢ଼ିଥିଲେ ହେଁ ନିୟମ ଅନୁସାରେ ନିର୍ବାଚନୀ ଖର୍ଚ୍ଚ ସଂକ୍ରାନ୍ତ ରିପୋର୍ଟ ଇସିଙ୍କ ନିକଟରେ ଦାଖଲ କରି ନଥିଲେ। ଏହି କାରଣରୁ ତାଙ୍କୁ ନିର୍ବାଚନ ଲଢ଼ିବାକୁ ଅଯୋଗ୍ୟ ଘୋଷଣା କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ