ଦୁଇ ହେଲିକପ୍ଟର ମୁହାଁମୁହିଁ, ୯ ଯବାନ ସହିଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):ବୁଧବାର ରାତିରେ ଆମେରିକାର କେଣ୍ଟୁକିରେ ଦୁଇଟି ‘ବ୍ଲାକ୍‌ ହଅକ୍‌’ ହେଲିକପ୍ଟର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ୯ ଯବାନ ସହିଦ ହୋଇଛନ୍ତି । ଫୋର୍ଟ କ୍ୟାମ୍ପବେଲର ପବ୍ଲିକ୍ ଆଫେୟାର୍ସ ଅଫିସ୍ କହିଛି ଯେ କ୍ରୁ ମେମ୍ବରମାନେ ୧୦୧ତମ ଏୟାରବୋର୍ଣ୍ଣ ଡିଭିଜନ ଦ୍ୱାରା ପରିଚାଳିତ ଦୁଇଟି ଏଚ୍ଏଚ୍ -୬୦ ବ୍ଲାକ୍ ହକ୍ ହେଲିକପ୍ଟର ଉଡ଼ାଉଥିଲେ ।

ବୁଧବାର ବିଳମ୍ବିତ ରାତିରେ କେଣ୍ଟକିର ଟ୍ରିଗ୍ କାଉଣ୍ଟିରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । କେଣ୍ଟୁକି-ଟେନିସି ସୀମାନ୍ତରେ ଥିବା ସେନା ଶିବିର ‘ଫ୍ରଣ୍ଟ୍‌ କ୍ୟାମ୍ପ୍‌ବେଲ୍‌’ରୁ ଉଡ଼ାଣ ଆରମ୍ଭ କରିଥିବା ଉକ୍ତ ହେଲିକପ୍ଟର୍‌ ଦୁଇଟି କେଣ୍ଟୁକି ଅନ୍ତର୍ଗତ ଟ୍ରିଗ୍‌ କାଉଣ୍ଟିରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!