Masthead

୨୪ ଘଣ୍ଟାରେ ୩୦୯୧ ପଜିଟିଭ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ଉପରମୁହାଁ କରୋନା ଗା୍ରଫ । ଧିରେ ଧିରେ ବଢିବାରେ ଲାଗିଛି ପଜିଟିଭଙ୍କ ସଂଖ୍ୟା । ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୦୯୧ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏହାସହ କରୋନାରେ ୨ ଜଣଙ୍କ ମୃତ୍ୟୁ ଘଟିଛି।

ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୭,୧୫,୭୮୬ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୬୯,୭୧୧ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୫,୨୦୮ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୮୬୭କୁ ବୃଦ୍ଧି ପାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ! 🔴 ଆଜି ଦେଶବ୍ୟାପୀ ଶ୍ରମିକ ସଙ୍ଗଠନର ‘ଭାରତ ବନ୍ଦ’ ଡାକରା 🔴 ନୀଳକନ୍ଦରକୁ ବିଜେ କଲେ ନୀଳମଣି, ଆଜିଠୁ ଭକ୍ତଙ୍କୁ ମିଳିବ ନୀଳାଚଳ ଅବଢ଼ା 🔴 ଜନ୍ମବେଦୀରେ ସରିଲା ଲୀଳାଖେଳା, ନୀଳକନ୍ଦରକୁ ଫେରିବେ ନୀଳମଣି 🔴 ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ 🔴 ମନମୋହନ ରିପିଟ୍ 🔴 ଗଞ୍ଜାମରେ ଡାଇରିଆ ଆତଙ୍କ 🔴 ଆଜି ଅଧରପଣା ନୀତି 🔴 ଭାଙ୍ଗିଲା ରଥ ଚକ, ଭକ୍ତଙ୍କ କାନ୍ଧରେ ଗଲେ ଜଗନ୍ନାଥ 🔴 ଖୋଲିଲା ହୀରାକୁଦ ଗେଟ୍ 🔴 ୧୨ ଘଣ୍ଟାରେ ଲଘୁଚାପ!