Masthead

ସ୍କୁଲକୁ ଦିଆଯାଉଥିବା କମ୍ପ୍ୟୁଟରରେ ସୁବ୍ରତ ଛାଟୋଇଙ୍କ ଭୂମିକା କ’ଣ: ଜୟନାରାୟଣ ମିଶ୍ର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଶୂନ୍ୟକାଳରେ ୫-ଟି ସ୍କୁଲକୁ କମ୍ପ୍ୟୁଟର ଯୋଗାଣ ପ୍ରସଙ୍ଗ ଉଠାଇଲେ ବିରୋଧୀ ଦଳ ନେତା । କହିଲେ ୫-ଟି ସ୍କୁଲ ଗୁଡିକୁ ଯୋଗାଇ ଦିଆଯାଇଥିବା କମ୍ପ୍ୟୁଟରରେ ସୁବ୍ରତ ଛାଟୋଇଙ୍କ ଭୂମିକା କ’ଣ ବୋଲି ପ୍ରଶ୍ନ କରିଛନ୍ତି ଜୟନାରାୟଣ ମିଶ୍ର । ଆଇଟି ସଚିବ ଏବଂ ୫-ଟି ସଚିବଙ୍କ ସହ ତାଙ୍କର କ’ଣ ସମ୍ପର୍କ ରହିଛି । ଜାଲ ସାର୍ଟିଫିକେଟ ରାକେଟ ବଲାଙ୍ଗୀରରେ ଧରା ପଡ଼ିଛି । ତା ସହିତ ବାଣିକ ଇନଷ୍ଟିଚିୟୁଟ ର କ’ଣ ସମ୍ପର୍କ ରହିଛି । ଗୃହରେ ଏ ନେଇ ସରକାର ଉତ୍ତର ରଖନ୍ତୁ ବୋଲି ଦାବି କଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଉତ୍ତରାଖଣ୍ଡରେ ହେଲିକପ୍ଟର କ୍ରାସ୍, ୭ ମୃତ 🔴 ଆସନ୍ତା ୭ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା 🔴 ଆଜି ରଜ ସଂକ୍ରାନ୍ତି, ଗାଁଠୁ ସହର ସବୁଠି ଉତ୍ସାହ 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨