ମୋଦିଙ୍କ ବିରୋଧରେ ପୋଷ୍ଟର ଲଗାଇବା ପଡ଼ିଲା ମହଙ୍ଗା, ୮ ଗିରଫ

ଗୁଜୁରାଟ (ବଡ଼ ଖବର ବ୍ୟୁରୋ):ମୋଦିଙ୍କ ବିରୋଧରେ ପୋଷ୍ଟର ଲଗାଇବା ପଡ଼ିଲା ମହଙ୍ଗା । ପୋଷ୍ଟର ଲଗାଇବା ମାମଲାରେ ୮ ଜଣଙ୍କୁ ଗିରଫ କରାଯାଇଛି । ସହରର ବିଭିନ୍ନ ସ୍ଥାନରେ ‘ମୋଦି ହାଟାଓ, ଦେଶ ବଞ୍ଚାଓ’ର ପୋଷ୍ଟର ଲଗାଯାଇଥିଲା। ତେବେ ମାମଲା ରୁଜୁ ହେବା ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।

ଆମ ଆଦମୀ ପାର୍ଟି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଦେଶବ୍ୟାପୀ ପୋଷ୍ଟର ଅଭିଯାନ ଆରମ୍ଭ କରିବାର ଗୋଟିଏ ଦିନ ପରେ ଏହି ଗିରଫଦାରୀ ଘଟିଛି। ଆପ ସାରା ଦେଶରେ ୧୧ଟି ଭାଷାରେ ‘ମୋଦି ହାଟାଓ, ଦେଶ ବଞ୍ଚାଓ’ ପୋଷ୍ଟର ଅଭିଯାନ ଆରମ୍ଭ କରିଛି। ଇଂରାଜୀ, ହିନ୍ଦୀ ଏବଂ ଉର୍ଦ୍ଦୁ ବ୍ୟତୀତ ଗୁଜୁରାଟୀ, ପଞ୍ଜାବୀ, ତେଲୁଗୁ, ବଙ୍ଗାଳୀ, ଓଡିଆ, କନ୍ନଡ, ମାଲାୟାଲମ ଏବଂ ମରାଠୀରେ ମଧ୍ୟ ପୋଷ୍ଟର ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’