Masthead

ଝାରସୁଗୁଡ଼ା ଉପନିର୍ବାଚନ, ଦୀପାଲି ବିଜେଡି ପ୍ରାର୍ଥୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦୀପାଲି ଦାସ ହେଲେ ବିଜେଡି ପ୍ରାର୍ଥୀ । ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି । ସ୍ୱର୍ଗତଃ ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ଝିଅ ଦୀପାଲି ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଛି । ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡି ପକ୍ଷରୁ ମଇଦାନକୁ ଓହ୍ଲାଇବେ ଦୀପାଲି ଦାସ । ମେ’ ୧୦ରେ ହେବ ଝାରସୁଗୁଡ଼ା ଉପନିର୍ବାଚନ । ସେପଟେ ଦୀପାଲି ଏକ ଫଟୋ ପୋଷ୍ଟ କରି ଲେଖିଛନ୍ତି ଆପଣମାନଙ୍କ ଆଶୀର୍ବାଦ ଓ ସହଯୋଗ କାମନା କରୁଛି । ତା ସହିତ ବାପାଙ୍କୁ ଝୁରୁଥିବା ମଧ୍ୟ ଲେଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ