କଟୁରୀ ଧରି ୫ ଜଣ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ

ନୀଳଗିରି (ବଡ଼ ଖବର ବ୍ୟୁରୋ): ତିନି ଅଫିସର ସମେତ ସମୁଦାୟ ପାଞ୍ଚ ପୋଲିସଙ୍କୁ ଗୋଡ଼ାଇ ହାଣିଲା ଅଭିଯୁକ୍ତ । ୨୦୨୧ ମସିହାରେ ଏକ ହତ୍ୟା ଉଦ୍ୟମ ଘଟଣାରେ ସମ୍ପୃକ୍ତ ଥିବା ଜାମୁଡ଼ିହି ଗ୍ରାମର ପଦ୍ମଲୋଚନ ପାତ୍ରଙ୍କୁ ଆଜି ସକାଳେ ଜଣେ ଗ୍ରାମରକ୍ଷୀ କୋର୍ଟ ସମନ ଦବା ପାଇଁ ଯାଇଥିବାବେଳେ ତାଙ୍କୁ ଆଶ୍ଳୀଳ ଭାଷାରେ ଗାଳି ଗୁଲଜ କରିଥିଲେ ।

ଏହା ଜାଣିବାକୁ ପାଇବା ପରେ ତିନି ଅଫିସର ସମେତ ମୋଟ ପାଞ୍ଚ ଜଣ ଘଟଣାସ୍ଥଳକୁ ଯାଇଥିଲେ । ତେବେ ଉତକ୍ଷିପ୍ତ ଥିବା ପଦ୍ମଲୋଚନ ହଠାତ ଏକ କଟୁରୀ ଧରି ପାଞ୍ଚ ପୋଲିସଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲା । ପରେ ପୋଲିସ ଅଭିଯୁକ୍ତକୁ କାବୁ କରି ଥାନାରେ ଅଟକ ରଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’