Masthead

ଗଣିତ, ଇଂରାଜୀରେ ଦୁର୍ବଳ ଛାତ୍ରଛାତ୍ରୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ରାଜ୍ୟରେ ହାଇସ୍କୁଲ ପିଲାମାନେ ପାଠରେ ଦୁର୍ବଳ । ଗଣିତ, ଇଂରାଜୀ ଓ ସାଧାରଣ ବିଜ୍ଞାନରେ ସେମାନେ ଭଲ କରିପାରୁ ନାହାନ୍ତି । ଏ ସମ୍ପର୍କରେ ବାରମ୍ବାର ଅଭିଯୋଗ ହୋଇଆସୁଥିବା ବେଳେ ସରକାର ମାନିଛନ୍ତି ପାଠପଢାରେ ହାଇସ୍କୁଲ ଛାତ୍ରଛାତ୍ରୀ ଦୁର୍ବଳ । ବିଜେଡି ବିଧାୟକ ଧ୍ରୁବ ସାହୁଙ୍କ ଅଣ ତାରକା ପ୍ରଶ୍ନର ଉତ୍ତରରେ ଗଣଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଗଣିତ, ଇଂରାଜୀ ଓ ସାଧାରଣ ବିଜ୍ଞାନରେ ହାଇସ୍କୁଲ ଛାତ୍ରଛାତ୍ରୀ ଦୁର୍ବଳ। ପିଲାଙ୍କ ମେଧା ଶକ୍ତି ବଢ଼ାଇବା ପାଇଁ ରିମେଡିଆଲ କ୍ଲାସ, ୟୁନିଟ୍ ଟେଷ୍ଟ, ମନିଟରିଂ ଓ ଲେସନ ରିଭୁ୍ୟ ଉପରେ ଗୁରୁତ୍ୱ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼