Masthead

ବିଜେପିରେ ମିଶିବେ ଜେଡିଏସ ବିଧାୟକ

କର୍ଣ୍ଣାଟକ (ବଡ଼ ଖବର ବ୍ୟୁରୋ): କର୍ଣ୍ଣାଟକର ୨୨୪ ବିଧାନସଭା ଆସନ ପାଇଁ ମେ’ ୧୦ ରେ ହେବ ଭୋଟ । ଏବେ ଠାରୁ ନେତାଙ୍କ ଦଳବଦଳ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଇତିମଧ୍ୟରେ କର୍ଣ୍ଣାଟକର ଜେଡିଏସ୍‌ ବିଧାୟକ ଏ.ଟି. ରାମାସ୍ୱାମୀ ବିଜେପିରେ ଯୋଗଦେବାକୁ ଯାଉଛନ୍ତି। ସୂଚନା ଅନୁସାରେ ଏଟି ରାମାସ୍ୱାମୀ ଶନିବାର ଅପରାହ୍ନ ୪ଟାରେ ବିଜେପିରେ ଯୋଗ ଦେବେ। ସେ କର୍ଣ୍ଣାଟକର ଅରକାଲଗୁଡରୁ ବିଧାୟକ ରହିଛନ୍ତି। ଏ.ଟି. ରାମାସ୍ୱାମୀ ଶୁକ୍ରବାର ବିଧାନସଭାରୁ ଇସ୍ତଫା ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ