Masthead

ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା ଜାଣିବା କ’ଣ ଅଧିକାରୀ ନାହିଁ : କେଜ୍ରିୱାଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେଜ୍ରିୱାଲଙ୍କୁ ହାଇକୋର୍ଟ ଝଟକା । ସାର୍ବଜନୀନ ହେବନି ମୋଦୀଙ୍କ ଡିଗ୍ରୀ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଡିଗ୍ରୀ ସାର୍ବଜନୀନ କରିବା  ମାମଲାରେ ଗୁଜୁରାଟ ହାଇକୋର୍ଟ ଶୁକ୍ରବାର ରାୟ ଶୁଣାଇଛନ୍ତି । ଯାହାକୁ ନେଇ ହାଇକୋର୍ଟଙ୍କୁ ଟ୍ୱିଟ କରିଛନ୍ତି କେଜ୍ରିୱାଲ  । ସେ ଲେଖିଛନ୍ତି ଦେଶବାସୀଙ୍କୁ ଏହା ଜାଣିବା ପାଇଁ କ’ଣ ଅଧିକାର ନାହିଁ  । ମୋଦୀଙ୍କ ଡିଗ୍ରୀକୁ ନେଇ କୋର୍ଟରେ ଜୋରଦାର ବିରୋଧ କରାଯାଇଥିଲା । କିନ୍ତୁ କାହିଁକି? ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମୋଦୀଙ୍କ ଶିକ୍ଷାଗତ ଡିଗ୍ରୀ ସମ୍ପର୍କିତ ତଥ୍ୟ ଦେବା ପାଇଁ  କେନ୍ଦ୍ରୀୟ ସୂଚନା କମିଶନର ଦେଇଥିବା ନିର୍ଦ୍ଦେଶକୁ ହାଇକୋର୍ଟ ରଦ୍ଦ କରି ଦେଇଛନ୍ତି ।

ଜଷ୍ଟିସ ବୀରେନ ବୈଷ୍ଣବଙ୍କ ଜଣିକିଆ ଖଣ୍ଡପୀଠ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ କାର୍ୟ୍ୟାଳୟ ମୋଦୀଙ୍କ ସ୍ନାତକ  ଏଵଂ ସ୍ନାତକୋତ୍ତର ପ୍ରମାଣପତ୍ର ସାର୍ବଜନୀନ କରିବା ଆବଶ୍ୟକ ନାହିଁ । ଏହାସହ ହାଇକୋର୍ଟ କେଜ୍ରିୱାଲଙ୍କ ଉପରେ ୨୫ ହଜାର ଟଙ୍କା ଜରିମାନା ଲଗାଇଛନ୍ତି । ହାଇକୋର୍ଟ ୨ ମାସ ତଳେ ଏହି ମାମଲାର ଚୁଡାନ୍ତ ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି