Masthead

ପିସି କାରବାର ବିରୋଧରେ ବିକ୍ଷୋଭ

ଲକ୍ଷ୍ମୀପୁର(ବଡ଼ ଖବର ବ୍ୟୁରୋ): ପିସି କାରବାର ବିରୋଧରେ ବିକ୍ଷୋଭ । ନାରାୟଣପାଟଣା ବ୍ଲକ ପିସି କାରବାରର ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଘୁରି ବୁଲୁଛି। ମାର୍ଚ୍ଚ ୨୦ରେ କୋରାପୁଟ ଜିଲ୍ଲା ନାରାୟଣପାଟଣା ବ୍ଲକରେ ପିସି କାରବାର ଦୁର୍ନୀତି ଅଭିଯୋଗ ଆଣିଥିଲେ । ନାରାୟଣପାଟଣା ଅଞ୍ଚଳର ଆଦିବାସୀ ଯୁବକମାନେ ଜଗନ୍ନାଥ ମନ୍ଦିର ଠାରେ ଏକତ୍ରିତ ହୋଇ ଏକ ଶୋଭାଯାତ୍ରାରେ ବାହାରିଥିଲେ । ନାରାୟଣପାଟଣା ବ୍ଲକରେ ସରକାରୀ ଅଧିକାରୀ ମାନେ ଦୁର୍ନୀତି ଓ ପିସି କାରବାର କରୁଛନ୍ତି ।

ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଘୁରି ବୁଲୁଛି । ନାରାୟଣପାଟଣାରେ ଉନ୍ନତିମୂଳକ କାର୍ଯ୍ୟରେ ବାଧକ ସାଜୁଥିବା ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବିଡିଓଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ଜେଇ ଜଣେ ଠିକାଦାରଙ୍କ ଠାରୁ ଲାଞ୍ଚ ନେଉଥିବା ଭିଡ଼ିଓ ସୋସିଆଲ ମିଡ଼ିଆରେ ଘୁରି ବୁଲୁଥିଲେ ସୁଦ୍ଧା ଜେଇଙ୍କ ବିରୋଧରେ ଆଜି ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି