Masthead

‘ଆନ୍ଧ୍ର ପୋଲିସ ଗୋ ବ୍ୟାକ’: ଧର୍ମେନ୍ଦ୍ର ପ୍ରଧାନ

ସେମିଳିଗୁଡ଼ା(ବଡ଼ ଖବର ବ୍ୟୁରୋ): ଆନ୍ଧ୍ରକୁ କେନ୍ଦ୍ରମନ୍ତ୍ରୀଙ୍କ ଚେତାବନୀ । ‘ଆନ୍ଧ୍ର ପୋଲିସ ଗୋବ୍ୟାକ’ର ନାରା ଦେଲେ ଧର୍ମେନ୍ଦ୍ର ପ୍ରଧାନ । କହିଲେ, କୋଟିଆ ଆନ୍ଧ୍ରର ନୁହେଁ ଓଡ଼ିଶାର । ଦିନିକିଆ କୋଟିଆ ଗସ୍ତରେ ଯାଇ ସେଠାରେ ଉତ୍କଳ ଦିବସ ପାଳନ କରିଛନ୍ତି କେନ୍ଦ୍ରମନ୍ତ୍ରୀ । ଏହି ଅବସରେ ଦୀର୍ଘ ଦିନରୁ ବିବାଦ ଲାଗି ରହିଥିବା କୋଟିଆରେ ପହଞ୍ଚି ସିଧାସଳଖ ଚେତାବନୀ ଦେଇଛନ୍ତି । ଏଥିସହ ସୀମା ବିବାଦ ଉପରେ ଓ ଅନ୍ୟାନ୍ୟ ବିଷୟରେ ଗ୍ରାମବାସୀଙ୍କ ସହିତ ଆଲୋଚନା କରିଛନ୍ତି । କେନ୍ଦ୍ରମନ୍ତ୍ରୀଙ୍କ ସହ ରହିଥିଲେ ୬ ଜଣ ବିଜେପି ବିଧାୟକ । ସେହିପରି ଗଞ୍ଜେଇପଦର ଗ୍ରାମରେ ବିଜେଡି ଆଜି ୮୮ତମ ଉତ୍କଳ ଦିବସ ପାଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି