Masthead

ବିପୁଳ ଭୋଟରେ ବିଜୟ ହେବ ବିଜେଡି: ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଝାରସୁଗୁଡା ଉପନିର୍ବାଚନ ନେଇ ବିଜେଡି ଉପସଭାପତି ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରତିକ୍ରିୟା । ବିପୁଳ ଭୋଟରେ ବିଜୟୀ ହେବ ବିଜେଡି । ପୁରପଲ୍ଲୀରେ ଆମେ ସଂଗଠିତ ଦଳ, ଶୃଙ୍ଖଳିତ ଦଳ, ଏବଂ ଦଳ ସବୁ ପରିସ୍ଥିତିରେ ଆତ୍ମ ବିଶ୍ୱାସର ସହ ସମ୍ମୁଖୀନ ହୁଏ । ଅତୀତରେ ଅନେକ ଉପ ନିର୍ବାଚନ ହୋଇଛି । ୯୦ ଭାଗ ଜାଗାରେ ବିଜେଡିର ଐତିହାସିକ ବିଜୟ ହୋଇଛି ।୩ ମାସ ପୂର୍ବରୁ ପଦ୍ମପୁର ଉପନିର୍ବାଚନ ହେଲା । ବିପୁଳ ଭୋଟରେ ବିଜେଡି ବିଜୟ ହେଲା । ଝାରସୁଗୁଡା ଉପନିର୍ବାଚନ ଘୋଷଣା ହୋଇସାରିଛି ।

ଦଳ ସଭାପତି ପ୍ରାର୍ଥୀ ଘୋଷଣା କରିସାରିଛନ୍ତି । ବିଶ୍ୱାସ ଝାରସୁଗୁଡାରେ ବିଜେଡିକୁ ଐତିହାସିକ ସଫଳତା ମିଳିବ । ସବୁ ରେକର୍ଡ ଭାଙ୍ଗି ବିଜେଡି ପ୍ରାର୍ଥୀ ଝାରସୁଗୁଡାରେ ବିଜୟୀ ଲାଭ କରିବେ । ଦଳ ସଭାପତିଙ୍କ ନିଦେ୍ର୍ଦଶରେ ସମସ୍ତେ ମିଳିତ ଭାବେ କାର୍ଯ୍ୟ କରୁ । ଝାରସୁଗୁଡାରେ ଦଳ ଯାହାକୁ ଯେଉଁ ଦାୟିତ୍ୱ ଦେବ ସମସ୍ତେ ନିର୍ବାହ କରିବେ । ବିରୋଧୀ ଦଳ ଅନେକ ଅପ୍ରସଙ୍ଗକୁ ପ୍ରସଙ୍ଗ କରିବେ । କିନ୍ତୁ ଆମ ପ୍ରସଙ୍ଗ ହେଉଛି ଜନ ସାଧାରଣଙ୍କ ବିକାଶ । ବିଜେଡିର ମୁଖ୍ୟ ପ୍ରସଙ୍ଗ ହେଉଛି ବିକାଶ । ଝାରସୁଗୁଡାରେ ବିକାଶର ପ୍ରକ୍ରିୟା ଚାଲିଛି । ସେ ବିକାଶର ପ୍ରକ୍ରିୟାକୁ ଆଗକୁ ନେବା ପାଇଁ କାର୍ୟ୍ୟ କରାଯିବ । ନବଦାସଙ୍କ ସମୟରେ ଝାରସୁଗୁଡାର ବହୁ ବିକାଶ ହୋଇଛି । ଅନେକ ପ୍ରକଳ୍ପ ସରିଛି । ନିର୍ବାଚନରେ ବିଜେଡି ବିଜୟ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା