Masthead

ବିଦେଶ ମାଟିରେ ଉତ୍କଳ ଦିବସ

ସୋର (ବଡ଼ ଖବର ବ୍ୟୁରୋ):ତାଇୱାନରେ ଉତ୍କଳ ଦିବସ ପାଳିତ ହୋଇଯାଇଛି । ତାଇୱାନର ରାଜଧାନୀ ତାଇପେରେ ୫୦ରୁ ଉର୍ଦ୍ଧ ପ୍ରବାସୀ ଓଡ଼ିଆ ଏକତ୍ରିତ ହୋଇ ଉତ୍କଳ ଦିବସକୁ ଜାକଜକମରେ ପାଳିତ କରିଥିଲେ । ଏହି ଉପଲକ୍ଷେ ଏକ ସଭାର ଆୟୋଜନ କରଯାଇଥିଲା । ଏହି ସଭାରେ ସଭାପତିତ୍ୱ କରିଥିଲେ ସନ୍ତୋଷ ଶତପଥୀ । ମୁଖ୍ୟ ଅତିଥିଭାବେ ଛଙ୍ଗଙ୍ଗ ୟୁନିଭରସିଟିର ପ୍ରଫେସର ପ୍ରସନ୍ନ କୁମାର ସାହୁ ଯୋଗ ଦେଇ ଓଡ଼ିଆ ଭାଷା ସଂସ୍କୃତି ଉପରେ ବକ୍ତବ୍ୟ ଦେଇଥିଲେ । ସଭା ପରିଚାଳନା କରିଥଲେ ସମ୍ପାଦକ ବନେନ୍ଦୁ ସୁନ୍ଦର ଦାସ । ସହଯୋଗ କରିଥିଲେ ଅଭିଷେକ ପଣ୍ଡାା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି