Masthead

ମାତିଲେ ଲୁଟେରା, ଲୁଟିଲେ ୨୭ ଲକ୍ଷ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ପୁଣି ସକ୍ରିୟ ହୋଇଉଠିଛନ୍ତି ଲୁଟେରା । ପଟିଆ ଷ୍ଟେସନ୍ ରୋଡରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ ଏଟିଏମରୁ ଶନିବାର ଲାତିରେ ବଡ଼ ଧରଣର ଲୁଟ୍ ହୋଇଛି । ଦୁର୍ବୃତ୍ତମାନେ ଗ୍ୟାସ କଟରରେ ଏଟିଏମ୍ କାଟି ୨୭ ଲକ୍ଷ ଟଙ୍କା ଟଙ୍କା ଲୁଟିନେଇଛନ୍ତି । ଆଜି ପ୍ରତ୍ୟୁଷରେ ଲୁଟର ସୁରାକ୍ ପାଇ ବ୍ୟାଙ୍କ କର୍ତ୍ତୃପକ୍ଷ ଇଫୋସିଟି ଥାନାରେ ଏତଲା ଦେଇଥିଲେ । ପୋଲିସ ସାଇଣ୍ଟିଫିକ୍ ଟିମ୍ ସହାୟତାରେ ତଦନ୍ତ ଜୋରଦାର କରିଛି । ଏଟିଏମରେ ଲାଗିଥିବା ଗୁପ୍ତ କ୍ୟାମେରା ଏବେ ପୋଲିସ ପାଇଁ ଏକମାତ୍ର ସାହାରା । ପୂର୍ବରୁ ନୟାଗଡ଼ର ଜଣେ ଯୁବକ ରାଜଧାନୀର ଦୁଇଟି ବ୍ୟାଙ୍କରୁ ଟଙ୍କା ଲୁଟିନେଇ ପୋଲିସ ହାତରେ ଧରାପଡିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ