Masthead

ଆଜିଠୁ ରାଜ୍ୟରେ କମିବ ବର୍ଷା ବଢ଼ିବ ତାତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ କମିବ ବର୍ଷା ବଢ଼ିବ ତାତି । ପଶ୍ଚିମା ଝଡବର୍ଷା ଯୋଗୁ ୪ରୁ ୫ ଡିଗ୍ରୀ କମିଯାଇଥିଲା ତାପମାତ୍ରା । ଗତକାଲି ପଶ୍ଚିମା ଝଡ଼ ପ୍ରଭାବରେ ସକାଳେ ପ୍ରାୟ ୩ ଘଣ୍ଟାରୁ ଅଧିକ ସମୟ ଧରି ବର୍ଷା ହୋଇଥିଲା । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ ଓ କଟକ ଜିଲ୍ଲାର କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହୋଇଛି । ଏଥିସହ ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ପବନର ବେଗ ୪୦ରୁ ୫୦କିମି ଛୁଇଁଥିବା ଜଣାପଡ଼ିଛି ।

ଦାରିଙ୍ଗବାଡି ଓ ଢେଙ୍କାନାଳରେ କୁଆପଥର ବର୍ଷା ହୋଇଥିବା ସୂଚନା ମିଳିଛି । ତେବେ ଆସନ୍ତା ୫ ତାରିଖ ଦିନ ରାଜ୍ୟରେ କିଛି ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ବର୍ଷାଯୋଗୁ ରାଜ୍ୟରେ ତାପମାତ୍ରା ୪ରୁ ୫ ଡିଗ୍ରୀ କମିଯାଇଥିବା ବେଳେ ଆଜିଠୁ ପୁଣି ତାପମାତ୍ରାରେ ବୃଦ୍ଧି ଘଟିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ମୁଣ୍ଡ ନୁଆଁଇଲେ ଟ୍ରମ୍ପ୍ 🔴 କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସମ୍ଭାବନା 🔴 ଭିଜିଲାନ୍ସ ଜାଲରେ SDO 🔴 ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା 🔴 ଆଜି ଅଶୋକାଷ୍ଟମୀ, ଏକାମ୍ରକ୍ଷେତ୍ରରେ ଗଡ଼ିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ 🔴 ଆଗକୁ ବଢ଼ିପାରେ ତାତି 🔴 ଭୁଲ୍‌ ଇଞ୍ଜେକ୍ସନ୍ ନେଲା ନାବାଳକର ଜୀବନ ! 🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ 🔴 ପୁଣି ମୁଣ୍ଡ ନୁଆଁଇଲେ ଟ୍ରମ୍ପ୍ 🔴 କାଳବୈଶାଖୀ ପ୍ରଭାବରେ ଝଡ଼ ବର୍ଷା ସମ୍ଭାବନା 🔴 ଭିଜିଲାନ୍ସ ଜାଲରେ SDO 🔴 ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା 🔴 ଆଜି ଅଶୋକାଷ୍ଟମୀ, ଏକାମ୍ରକ୍ଷେତ୍ରରେ ଗଡ଼ିବ ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥ 🔴 ଆଗକୁ ବଢ଼ିପାରେ ତାତି 🔴 ଭୁଲ୍‌ ଇଞ୍ଜେକ୍ସନ୍ ନେଲା ନାବାଳକର ଜୀବନ ! 🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ