Masthead

ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଏପ୍ରିଲ ୧୧ ତାରିଖରୁ ସକାଳୁଆ ସ୍କୁଲ । ସକାଳୁ ୭ଟାରୁ ୧୧ଟା ୩୦ ଯାଏଁ ପାଠପଢା । ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଏପ୍ରିଲ ୧୧ ଠାରୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ କରିବାକୁ ନିଷ୍ପତ୍ତି ନେଇଛି ଗଣଶିକ୍ଷା ବିଭାଗ। ସକାଳ ୭ଟାରୁ ସାଢ଼େ ୧୧ଟା ଯାଏଁ ଚାଲିବ ପାଠପଢ଼ା। ଏଥିସହ ସ୍କୁଲରେ ସ୍ବଚ୍ଛ ପାନୀୟ ଜଳ ଓ ଅନ୍ୟାନ୍ୟ ସୁବିଧା ଯୋଗାଇଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିସହ ସୂଚାଇ ଦିଆଯାଇଛି ଯେ, ଏପ୍ରିଲ ୩ରୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ୟ୍ୟନ୍ତ ନୂଆଶିକ୍ଷା ବର୍ଷ ପାଇଁ ପାଠପଢ଼ା ଆରମ୍ଭ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼