Masthead

ସ୍ୱାମୀତ୍ୱ ଯୋଜନା ଆରମ୍ଭ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନ୍ଫରେନ୍ସିଂ ଜରିଆରେ ଦେଶର ମହତପୂର୍ଣ୍ଣ ସ୍ୱାମୀତ୍ୱ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି ଯୋଜନାରେ ପ୍ରାୟ ୧ ଲକ୍ଷ ଲୋକଙ୍କୁ ସମ୍ପତ୍ତି କାର୍ଡ ବଣ୍ଟନ କରାଯିବ । ଏହି ଯୋଜନା ମାଧ୍ୟମରେ ୬ଟି ରାଜ୍ୟର ୭୬୩ ପଞ୍ଚାୟତର ୧ ଲକ୍ଷ ଲୋକ ଲାଭବାନ୍ ହେବେ । ଏହି କାର୍ଡକୁ ହିତାଧିକାରୀମାନେ ମୋବାଇଲ୍ ଓ ଏସଏମଏସ୍ ଦ୍ୱାରା ପାଇବେ । ଲିଙ୍କକୁ କ୍ଲିକ୍ କରି ଡାଉନଲୋଡ କରିପାରିବେ ବୋଲି କେନ୍ଦ୍ର ପଞ୍ଚାୟତିରାଜ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା