Masthead

ଆମେରିକା-କାନଡା ସୀମାରୁ ଭାରତୀୟଙ୍କ ଶବ ଉଦ୍ଧାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକା-କାନଡା ସୀମାନ୍ତରୁ ୮ ଶବ ଉଦ୍ଧାର । ମୃତକଙ୍କ ମଧ୍ୟରେ ଅଛନ୍ତି ୨ ଶିଶୁ । କାନାଡା ପୋଲିସ ଶବକୁ ଜବତ କରିଛି । କାନାଡାରୁ ଆମେରିକାକୁ ଏମାନେ ବେଆଇନ ଭାବେ ପ୍ରବେଶ କରୁଥିଲେ ବୋଲି ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ଏକ ଭାରତୀୟ ଓ ଏକ ରୋମାନ ପରିବାର ଅଛନ୍ତି । ସେଣ୍ଟ ଲରେନ୍ସ ନଦୀରେ ଏକ ବୋଟରେ ସେମାନେ ଆମେରିକାରେ ପ୍ରବେଶ ଉଦ୍ୟମ କରୁଥିଲେ ବୋଲି ସୂଚନା ମିଳିଛି ।

ମୃତ୍ୟୁ ଖବର ପ୍ରକାଶ ପାଇବା ପରେ ସେଠାରେ ସର୍ଚ୍ଚ ଅପରେସନ ହୋଇଥିଲା । ଏକ ହେଲିକପ୍ଟର ସହାୟତାରେ କେତେକ ମୃତଦେହ ଉଦ୍ଧାର କରାଯାଇଥିଲା । ମୃତ୍ୟୁର କାରଣ ସ୍ପଷ୍ଟ ହୋଇନାହିଁ । ଗତବର୍ଷ ବି ଆମେରିକାରେ ପ୍ରବେଶ ବେଳେ କାନାଡାର ମାନିତୋବା ପ୍ରଜାତନ୍ତ୍ରରେ ୪ ସଦସ୍ୟ ବିଶିଷ୍ଟ ଏକ ଭାରତୀୟ ପରିବାରର ମୃତ୍ୟୁ ଘଟିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ