Masthead

ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ, ୨୧ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆମେରିକାରେ ଭୟଙ୍କର ଘୁର୍ଣ୍ଣିଝଡ । ଚାଲିଗଲା ୨୧ ଜଣଙ୍କ ଜୀବନ । ମୃତୁ୍ୟ ସଂଖ୍ୟା ଆହୁରି ବଢିପାରେ ବୋଲି ଆଶଙ୍କା କରାଯାଉଛି । ଏହି ଘୂର୍ଣ୍ଣିଝଡ଼ରେ ୯ ଟି ରାଜ୍ୟରେ ପ୍ରଭାବ ଦେଖିବାକୁ ମିଳିଛି । ସୂଚନା ଅନୁସାରେ ଏହି ଘୁର୍ଣ୍ଣିଝଡ଼ରେ ଘର ଭାଙ୍ଗିବା ସହ ଅନେକ କ୍ଷୟକ୍ଷତି ହୋଇଛି ।

କ୍ଷୟକ୍ଷତିର ପରିମାଣ ଆକଳନ କରାଯାଇନଥଲେ କୋଟି କୋଟି ଟଙ୍କାର ସମ୍ପତି ନଷ୍ଟ ହୋଇଥିବା କୁହାଯାଉଛି । ଆମେରିକାର ୯ ଟି ରାଜ୍ୟର ୧୨ରୁ ଅଧିକ ସ୍ଥାନରେ ଏଭଳି ଘୁର୍ଣ୍ଣିଝଡ ଦେଖିବାକୁ ମଳିଛି । ଶୁକ୍ରବାର ଏବଂ ଶନିବାର ଦୁଇ ଦିନ ଏଭଳି ଭୟଙ୍କର ଝଡ ତୋଫାନ ହୋଇଛି । ଝଡ ସମୟରେ ୧୬୫ କିଲୋମିଟର ବେଗର ପବନ ବହିଥିଲା । ଯାହା ପ୍ରାୟ ୪୦ କିଲୋମିଟର ପର୍ୟ୍ୟନ୍ତ ପ୍ରଭାବିତ କରିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼