Masthead

୨ ବର୍ଷ ସଜ୍ଜା ବିରୋଧରେ ସେସନ୍ସ କୋର୍ଟ ଯିବେ ରାହୁଲ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମାନହାନି ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ କୋର୍ଟ ୨ ବର୍ଷ ସଜା ଶୁଣାଇଛନ୍ତି । ଏହା ବିରୋଧରେ ଏପ୍ରିଲ ୩ରେ ରାହୁଲ ସୁରଟର ସେସନ୍ସ କୋର୍ଟକୁ ଯାଇପାରନ୍ତି। ରାହୁଲଙ୍କୁ ନିକଟରେ ସୁରଟ କୋର୍ଟ ମୋଦି ସରନେମ ମାନହାନି ମାମଲାରେ ସଜା ଶୁଣାଇଥିଲେ। ଉକ୍ତ ରାୟକୁ ଚ୍ୟାଲେଞ୍ଜ ପାଇଁ ଆବେଦନ ପ୍ରସ୍ତୁତ ହୋଇ ସାରିଛି। ଖୁବଶୀଘ୍ର ଏହି ଆବେଦନକୁ ରାହୁଲ କୋର୍ଟରେ ଦାଖଲ କରିବେ।

ସୂଚନା ଅନୁସାରେ ୨୦୧୯ରେ ରାହୁଲ ଗାନ୍ଧୀ ‘ମୋଦି ସରନେମ’କୁ ନେଇ କରିଥିବା ଟିପ୍ପଣୀକୁ ନେଇ ସୁରଟର ଏକ କୋର୍ଟ ମାର୍ଚ୍ଚ ୨୩ରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୨ ବର୍ଷ ସଜା ଶୁଣାଇଛନ୍ତି। ଏହି ସଜା ପରେ ରାହୁଲଙ୍କୁ ଲୋକସଭାରୁ ଅଯୋଗ୍ୟ ଘୋଷିତ କରାଯାଇଛି । ତାଙ୍କର ସଦସ୍ୟତାକୁ ରଦ୍ଦ କରି ଦିଆଯାଇଛି। ଏହା ପରଠାରୁ କଂଗ୍ରେସର ପ୍ରାୟ ସମସ୍ତ ନେତା ବିଜେପି ବିରୋଧରେ କହିବା ଆରମ୍ଭ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା