Masthead

ପରଲୋକରେ କ୍ରିକେଟର ସଲିମ ଦୁରାନି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଟିମ୍ ଇଣ୍ଡିଆର ପୂର୍ବତନ କ୍ରିକେଟର ସଲିମ ଦୁରାନିଙ୍କ ପରଲୋକ । ୮୮ ବର୍ଷ ବୟସରେ ସଲିମଙ୍କ ପରଲୋକ ହୋଇଛି । କ୍ୟାନ୍ସରରେ ପୀଡିତ ହୋଇ ଦୀର୍ଘ ଦିନ ହେବ ଚିକିତ୍ସାଧିନ ହେଉଥିଲେ । ଗୁଜୁରାଟ ଜାମନଗରରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ସଲିମ ଦୁରାନି । କ୍ରିକେଟରେ ତାଙ୍କର ପ୍ରଦର୍ଶନ ପାଇଁ ତାଙ୍କୁ ଅର୍ଜୁନ ପୁରସ୍କାରରେ ସମ୍ମାନୀତ କରାଯାଇଛି ।

କ୍ରିକେଟର ଦୁରାନି କ୍ରିକେଟ ଜଗତରେ ୬୦-୭୦ ଦଶକରେ ନିଜର ଅଲରାଉଣ୍ଡ ପ୍ରଦର୍ଶନ ପାଇଁ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ । ୧୯୬୦ରେ ଅଷ୍ଟ୍ରେଲିଆରେ ସେ ପ୍ରଥମ ଥର ପାଇଁ ମୁମ୍ବାଇ ଟେଷ୍ଟରେ ନିଜର ଡେବ୍ୟୁ ଦେଇଥିଲେ । ତାଙ୍କର ବୋଲିଂ ସମସ୍ତଙ୍କୁ ଚକିତ କରୁଥିଲା । ସ୍ପିନ୍ ଅଲରାଉଣ୍ଡର ସଲୀମ ଦୁରାନିଙ୍କ ଜନ୍ମ ୧୯୩୪ ଡିସେମ୍ବର ୧୧ ତାରିଖରେ ଆଫଗାନିସ୍ତାନ କାବୁଲରେ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମଦ ଦୋକାନକୁ ବିରୋଧ କରି ୬ଘଣ୍ଟିଆ ଜଟଣୀ ବନ୍ଦ ଡାକରା 🔴 ଟ୍ରେନ୍‌ରେ ବ୍ରହ୍ମପୁର ଗଲେ ରାଷ୍ଟ୍ରପତି 🔴 ପ୍ରବଳ ବର୍ଷା ସମ୍ଭାବନା! 🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା 🔴 ମଦ ଦୋକାନକୁ ବିରୋଧ କରି ୬ଘଣ୍ଟିଆ ଜଟଣୀ ବନ୍ଦ ଡାକରା 🔴 ଟ୍ରେନ୍‌ରେ ବ୍ରହ୍ମପୁର ଗଲେ ରାଷ୍ଟ୍ରପତି 🔴 ପ୍ରବଳ ବର୍ଷା ସମ୍ଭାବନା! 🔴 ପାଣି ଉଠାଇବା ବେଳେ ଅଘଟଣ, ପୁଅକୁ ଉଦ୍ଧାର କରିବାକୁ ଯାଇ ବୁଡିଗଲେ ବାପା 🔴 ସେବାୟତ ବିବାଦ, ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ 🔴 ପଛକୁ ହଟିଲେ ଟ୍ରମ୍ପ, ଆକ୍ରମଣ ଯୋଜନା ସ୍ଥଗିତ 🔴 ସୋମବାର ଠାରୁ ବର୍ଷା ପରିମାଣ ବଢିବ 🔴 ଓଡ଼ିଶା ଆସୁଛନ୍ତି ମହାମହିମ 🔴 ଆମେରିକାରେ ଆତ୍ମଘାତୀ ବିସ୍ଫୋରଣ, ୩ମୃତ 🔴 ପୁଣି ବଢ଼ିବ ବର୍ଷା