Masthead

ଗସ୍ତ ପୂର୍ବରୁ ଦିନେ ବି କୋଟିଆ ସପକ୍ଷରେ ମୁହଁ ଖୋଲିନାହାନ୍ତି ଧର୍ମେନ୍ଦ୍ର: ପ୍ରଦୀପ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଧର୍ମେନ୍ଦ୍ର ପ୍ରଧାନଙ୍କ କୋଟିଏ ଗସ୍ତ ସମ୍ପୂର୍ଣ୍ଣ ରାଜନୈତିକ ଉଦ୍ଦେଶ୍ୟ ପ୍ରଣଦିତ କହିଛନ୍ତି ବିଜେଡି ନେତା ପ୍ରଦୀପ ମାଝୀ । ଏହି ଗସ୍ତରେ କୌଣସି ଆନ୍ତରିକତା ନଥିଲା। କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟକୁ କୋରାପୁଟରୁ ଅନ୍ୟତ୍ର ନେବା ପାଇଁ ସେ ଆସିଥିଲେ। କୋଟିଆ ଗସ୍ତ ପୂର୍ବରୁ ଧର୍ମେନ୍ଦ୍ର ପ୍ରଧାନ ଦିନେ ମଧ୍ୟ କୋଟିଆ ସପକ୍ଷରେ ମୁହଁ ଖୋଲିନାହାନ୍ତି। ଗୋ ବ୍ୟାକ୍ ନାରା ବହୁତ ପୁରୁଣା। ୟାକୁ ଓଡ଼ିଶା ବାସୀ ଗ୍ରହଣ କରିବେନି।

ଯଦି ଆନ୍ତରିକତା ଥାନ୍ତା, ତେବେ ସେ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରି କେନ୍ଦ୍ର ଏଠି ହସ୍ତକ୍ଷେପ କରିଥାନ୍ତେ ବୋଲି କହିଛନ୍ତି ପ୍ରଦୀପ ମାଝୀ । ଦୁଇ ରାଜ୍ୟ ଭିତରେ ଥିବା ସୀମା ବିବାଦ ସମାଧାନ କରିବାକୁ ଚେଷ୍ଟା କରିଥାନ୍ତେ। ମୁଖ୍ୟମନ୍ତ୍ରୀ କୋଟିଆ ବିକାଶ ପାଇଁ ସବୁ ପ୍ରକାର ବାଟ ଖୋଲି ଦେଇଛନ୍ତି। ଏପରିକି କୋଟିଆର ବିକାଶ ପାଇଁ ୧୬୦ କୋଟି ଟଙ୍କା ପ୍ୟାକେଜ ଦେଇଛନ୍ତି। ସୁପ୍ରିମ କୋର୍ଟରେ କେଶ ମଧ୍ୟ ଲଢ଼ୁଛନ୍ତି। ସେଥିପାଇଁ ଧର୍ମେନ୍ଦ୍ରଙ୍କ ବ୍ୟାୟାନ ଏବଂ ତାଙ୍କ ଗସ୍ତକୁ ସମସ୍ତେ ନିନ୍ଦା କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା