Masthead

୧୦ ଜନ୍ମରେ ସାବରକର ହୋଇପାରିବେ ନାହିଁ: ଅନୁରାଗ ଠାକୁର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପୁଣି ରାହୁଲଙ୍କୁ ଟାର୍ଗେଟ କଲେ କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର । ରବିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ୍‌ କରିଛନ୍ତି ଅନୁରାଗ। କହିଛନ୍ତି ରାହୁଲ ଗାନ୍ଧୀ ୧୦ ଜନ୍ମରେ ମଧ୍ୟ ସାବରକର ହୋଇପାରିବେ ନାହିଁ। କେମ୍ବ୍ରିଜ କାନ୍ଦ ଏବଂ ଲଣ୍ଡନ ମିଛ ଅଧିକ କିଛି କରିବ ନାହିଁ। ସେହିପରି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଉପରେ ଆକ୍ରମଣ କରି ଅନୁରାଗ ତାଙ୍କୁ ମଦ ଦୁର୍ନୀତିର କିଙ୍ଗପିନ ବୋଲି କହିଛନ୍ତି।

କେଜ୍‌ରିୱାଲଙ୍କୁ ମିଥ୍ୟାବାଦୀ ନମ୍ବର ୧ ଏବଂ ସ୍କାମର ନମ୍ବର ୧ ବୋଲି ସେ କହିଛନ୍ତି। ଏହା ସହିତ ପଶ୍ଚିମବଙ୍ଗ ଏବଂ ବିହାରରେ ରାମ ନବମୀ ଅବସରରେ ରେ ହୋଇଥିବା ହିଂସା ସଂପର୍କରେ କେନ୍ଦ୍ରମନ୍ତ୍ରୀ ଉଭୟ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେ। କହିଛନ୍ତି ବିହାରରେ ତେଜସ୍ବୀ ଯାଦବ ଏବଂ ନୀତୀଶ କୁମାରଙ୍କ ନେତୃତ୍ୱରେ ଜଙ୍ଗଲ ରାଜ ପୁଣି ଫେରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା