Masthead

ଆଇପିଏସଙ୍କ ନାମରେ ଫେକ୍ ଆକାଉଣ୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୁଇଦା ବିଭାଗ ଡିଆଇଜି ଅନୁପ ସାହୁ (ଆଇପିଏସ୍)ଙ୍କ ନାମରେ ସୋସିଆଲ ମିଡିିଆରେ ଫେକ୍ ଆକାଉଣ୍ଟ । ଏ ସମ୍ପର୍କରେ ନିଜେ ସୂଚନା ଦେଇଛନ୍ତି ଡିଆଇଜି ଶ୍ରୀ ସାହୁ । ଏହି ଆକାଉଣ୍ଟରୁ ଫ୍ରେଣ୍ଡ ରିକ୍ୱେଷ୍ଟ୍ ଗ୍ରହଣ ନକରିବାକୁ ସେ ଅନୁରୋଧ କରିଛନ୍ତି । ଫେସବୁକରେ  ଆଇଜି ଶ୍ରୀ ସାହୁଙ୍କ ନାମରେ କେହି ଆକାଉଣ୍ଟ ଖୋଲିଥିବାରୁ ଏହା ସମସ୍ୟା ସୃଷ୍ଟି କରିପାରେ ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼