Masthead

ବିହାରରେ ଥମୁନି ହିଂସା , ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ବିହାର (ବଡ଼ ଖବର ବ୍ୟୁରୋ): ବିହାରରେ ଥମୁନି ହିଂସା । ହିଂସାର ନିଆଁରେ ଜଳୁଛି ବିହାର । ଆଉ ଏହି ହିଂସାକୁ ନେଇ ଆରମ୍ଭ ହୋଇଛି ରାଜନୀତି । କେନ୍ଦ୍ରମନ୍ତ୍ରୀ ଗିରିରାଜ ସିଂ ସିଧା ସଳଖ ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରିଛନ୍ତି । ସେ କହିଛନ୍ତି କି ଯଦି ବିହାରରେ ଚାଲିଥିବା ହିଂସା ବିରୋଧରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ସୂଚନା ନାହିଁ ତେବେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଦିଅନ୍ତୁ । ଏହାସହ ବିହାର ଏବେ ସମ୍ପୂର୍ଣ୍ଣ ଭାବେ ପଶ୍ଚିମବଙ୍ଗର ମମତା ସରକାରଙ୍କ ରାସ୍ତାରେ ଚାଲିଛି ।

ପଶ୍ଚିମବଙ୍ଗରେ ଯେଭଳି ହିନ୍ଦୁମାନଙ୍କ ଉପରେ ଆକ୍ରମଣ କରାଯାଉଛି ବିହାରରେ ମଧ୍ୟ ସମାନ ପରିସ୍ଥିତି ଉପୁଜାଇଛି ନୀତିଶଙ୍କ ସରକାର । ସେପଟେ ରାଜ୍ୟର ସ୍ଥିତିକୁ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ବିହାର ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଅର୍ଲେକରଙ୍କ ସହ କଥା ହୋଇଛନ୍ତି । ଅନ୍ୟପଟେ ଅମିତ୍ ଶାହାଙ୍କୁ ଟାର୍ଗେଟ କରିଛି ନିତୀଶ କୁମାରଙ୍କ ସହ ମେଣ୍ଟ କରିଥିବା ଆରଜେଡି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା