ବିଗିଡ଼ିବା ଆଇନ ବ୍ୟବସ୍ଥାର ରୋଲ ମଡେଲ ମମତା: ଅନୁରାଗ ଠାକୁର

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର । କହିଛନ୍ତି, ବିଗିଡ଼ିବା ଆଇନ ବ୍ୟବସ୍ଥାର ରୋଲ ମଡେଲ ହେଉଛନ୍ତି ମମତା ବାନାର୍ଜୀ । ପଶ୍ଚିମବଙ୍ଗରେ ବିଜେପି କର୍ମୀଙ୍କ ମୃତ୍ୟୁ ପରେ ଲଗାତାର ବିଜେପି ଟିଏମସିକୁ ଟାର୍ଗେଟ କରୁଛି। କେନ୍ଦ୍ରମନ୍ତ୍ରୀ ଅନୁରାଗ ଠାକୁର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ହିଂସାକୁ ଉସକାଉଥିବା ଅଭିଯୋଗ ଆଣିଛନ୍ତି। ଅନୁରାଗ ଠାକୁର କହିଛନ୍ତି, ପଶ୍ଚିମବଙ୍ଗରେ ରାମ ଭକ୍ତଙ୍କ ଉପରେ ଲାଠିମାଡ଼ କରାଯାଇଛି। ପଥରମାଡ଼ ବି କରାଯାଇଛି। ବୋମା ମାଡ଼ କରାଯାଇଛି, ଲୁଟପାଟ କରାଯାଉଛି, ହିଂସା ହେଉଛି, ରାମ ନବମୀରେ ଶୋଭାଯାତ୍ରା ବନ୍ଦ କରି ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ