Masthead

ସାହିଯାତରେ ବୁଲିଲା ଖଣ୍ଡା

ପୁରୀ (ବଡ଼ ଖବର ବ୍ୟୁରୋ): ପୁଣି ପୁରୀରେ ରକ୍ତପାତ। ସାହିଯାତ ଦେଖି ଫେରିବା ବେଳେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ଆକ୍ରମଣର ଶିକାର ହୋଇଥିବା ଯୁବକ ହେଉଛନ୍ତି କାଳିକାଦେବୀ ସାହିର କିଶନ ରଣା ଓରଫ ଜଗା।କିଶନର ମୁଣ୍ଡରେ ଲାଗିଛି ଗଭୀର ଆଘାତ। ଚିକିତ୍ସା ପାଇଁ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ କରାଯାଇଛି ଭର୍ତ୍ତି। ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହୋଇଛି ଆକ୍ରମଣ। ଟାଉନ ଥାନା ପୋଲିସର ଛାନଭିନ୍ ଆରମ୍ଭ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି 🔴 ବାବୁଙ୍କ ଘରୁ ମିଳିଲାଣି ଅଧାକିଲୋ ସୁନା 🔴 ପୁଣି ରାଜନୀତିକୁ ନେଇ ମନ୍ତବ୍ୟ ଦେଲେ ପାଣ୍ଡିଆନ 🔴 ଆଜି ଆସୁଛନ୍ତି ରାଷ୍ଟ୍ରପତି 🔴 ସମ୍ବଲପୁରରେ ଶୀତଳଷଷ୍ଠୀର ଧୁମ୍ 🔴 ଆସନ୍ତାକାଲି ଓଡିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 🔴 ଅନୁଗୁଳରେ ଡବଲ ଏନକାଉଣ୍ଟର 🔴 ଆସନ୍ତା ୨୨ ତାରିଖ ଯାଏଁ ପ୍ରବଳ ଛେଚିବ 🔴 ୪୦୨ରନ୍ ଭାରତକୁ ବିଜୟ ଦେଇପାରେ 🔴 ପାଠ୍ୟପୁସ୍ତକ ପ୍ରସ୍ତୁତି କର୍ତ୍ତା ଓଡ଼ିଶା ଓ ଓଡ଼ିଆ ବୁଝନ୍ତି ତ? 🔴 ପାଠ୍ୟପୁସ୍ତକ ତ୍ରୁଟି ଉପରେ ମୁଖ୍ୟମନ୍ତ୍ରୀଙ୍କ କଡା ଆଭିମୁଖ୍ୟ , ତଦନ୍ତ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି