Masthead

ପୋଲିସ-କଂଗ୍ରେସ ଧସ୍ତାଧସ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାହୁଲଙ୍କ ପାଇଁ ଗର୍ଜିଲା ଓଡ଼ିଶା କଂଗ୍ରେସ । ଭୁବନେଶ୍ୱରରେ କଂଗ୍ରେସ ନେତା ଓ କର୍ମୀଙ୍କ ବିକ୍ଷୋଭ । ପୋଲିସ-କଂଗ୍ରେସ ଧସ୍ତାଧସ୍ତି । ପିସିସି ସଭାପତି ଓ ବିଧାୟକ ସୁର ରାଉତରାୟଙ୍କୁ ଉଠାଇ ନେଲା ପୋଲିସ । ବିଧାନସଭା ଘେରାଉ କରିବାକୁ ଯିବା ବେଳେ ପୋଲିସ ଶହ ଏଜି ଛକରେ ଧସ୍ତାଧସ୍ତି ।

ରାହୁଲ ଗାନ୍ଧିଙ୍କ ସଦସ୍ୟତା ରଦ୍ଦକୁ ବିରୋଧ କରି କଂଗ୍ରେସର ଅନୁସୂଚିତ ଜାତି, ଜନଜାତି, ଓବିସି ଓ ପଛୁଆ ବର୍ଗ ଭଳି ଛାମୁଆ ସଙ୍ଗଠନ ପକ୍ଷରୁ ବିକ୍ଷୋଭ କରାଯାଇଥିଲା । ମୋଦି ସରନେମକୁ ନେଇ ରାହୁଲ ଗାନ୍ଧି ଦେଇଥିବା ବୟାନକୁ ନେଇ ତାଙ୍କୁ ସୁରତ କୋର୍ଟ ୨ବର୍ଷ ଦଣ୍ଡାଦେଶ ଦେଇଥିଲେ । ଦଣ୍ଡାଦେଶ ପରେ ରାହୁଲଙ୍କ ସାଂସଦ ପଦକୁ ରଦ୍ଦ ହୋଇଛି । ଯାହାକୁ ଅଗଣତାନ୍ତ୍ରିକ କହି ବିରୋଧ କରୁଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ