Masthead

ଅଟୋ ଭିତରେ ଶବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଅଟୋ ଭିତରେ ଡେଡବଡି । ରମାଦେବୀ ବିଶ୍ୱବିଦ୍ୟାଳୟ କ୍ୟାମ୍ପେସ-୨ରେ ଅଟୋ ଭିତରେ ଡେଡବଡି । ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି । ମୃତଦେହ କାହାର? ବିଶ୍ୱବିଦ୍ୟାଳୟ ପରିସରକୁ କେମିତି ଆସିଲା? ତାହା ଜଣାପଡି ନାହିଁ । ତେବେ ଗାଡି ମାଲିକକୁ ପୋଲିସ ଠାବ କରିଛି । ତୁରନ୍ତ ସମସ୍ତ ଘଟଣା ଉପରୁ ପରଦା ହଟିବ ବୋଲି ପୋଲିସ କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି