Masthead

ଅତାବିରା ଏନଏସି ନିର୍ବାଚନ

ଅତାବିରା (ବଡ଼ ଖବର ): ବରଗଡ଼ ଜିଲ୍ଲା ଅତାବିରା ଏନଏସି ନିର୍ବାଚନ ପାଇଁ ଆଜି ପୋଲିଂ ପାର୍ଟି ଅତାବିରା ପହଞ୍ଚିଛନ୍ତି ।  ନିର୍ବାଚନ କାର୍ୟ୍ୟରେ ପ୍ରତି ବୁଥରେ ଜଣେ ପ୍ରିଜାଇଡିଂ ଅଫିସର, ୪ଜଣ ପୋଲିଂ ଅଫିସର ଓ ଜଣେ ପୋଲିସ କର୍ମଚାରୀଙ୍କୁ ନିୟୋଜିତ ହୋଇଛନ୍ତି । ୧୨ ୱାର୍ଡ ପାଇଁ ୧୬ଟି ବୁଥ୍  ମଧ୍ୟରୁ ୭ଟି ବୁଥ୍ ସମ୍ବେଦନଶୀଳ, ୩ ଟି ଅତି ସମ୍ବେଦନଶୀଳ ବୁଥ୍ ଚିହ୍ନଟ କରାଯାଇଛି ।

ଅତାବିରା ବାଳିକା ହାଇସ୍କୁଲର ୨ନମ୍ବର ବୁଥ୍କୁ ପିଙ୍କ (ଗୋଲାପି ) ବୁଥ୍ କରାଯାଇଛି ।  ପିଙ୍କବୁଥରେ  ମହିଳା  କର୍ମଚାରୀ ମାନଙ୍କ ଦ୍ୱାରା  ନିର୍ବାଚନ ପରିଚାଳନା  ହେବ ବୋଲି ନିର୍ବାଚନ ଅଧିକାରୀ ପ୍ରକାଶ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା