Masthead

ଆଜିଠୁ ମାଟ୍ରିକ ଖାତାଦେଖା, ୫୫ଟି କେନ୍ଦ୍ରରେ ମୂଲ୍ୟାୟନ

କଟକ(ବଡ଼ ଖବର ବ୍ୟୁରୋ): ଆଜିଠାରୁ ଆରମ୍ଭ ହେବ ମାଟ୍ରିକ ଖାତାଦେଖା । ୫୫ଟି କେନ୍ଦ୍ରରେ ମୂଲ୍ୟାୟନ କରାଯିବ । ଖାତା ଦେଖା ପାଇଁ ୧୩ ହଜାର ପରୀକ୍ଷକଙ୍କ ତାଲିକା ପ୍ରସ୍ତୁତ କରାଯାଇଛି । ଏହାସହ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ଖାତା ମୂଲ୍ୟାୟନ ଆରମ୍ଭ ହେବ । ଏଥିପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡ ପରିଷଦ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ଖାତା ଦେଖା ପରେ କେନ୍ଦ୍ରରୁ ଅନଲାଇନରେ ମାର୍କ ପୋଷ୍ଟିଂ କରାଯିବ । ଖାତାଦେଖା କାମ ୧୦ରୁ ୧୨ ଦିନ ମଧ୍ୟରେ ଶେଷ କରିବାକୁ ବୋର୍ଡ ପକ୍ଷରୁ ଲକ୍ଷ୍ୟ ଧାର୍ୟ୍ୟ କରାଯାଇଛି । ଚଳିତବର୍ଷ ମାଟ୍ରିକ, ମଧ୍ୟମା, ମୁକ୍ତବିଦ୍ୟାଳୟ ସାର୍ଟିଫିକେଟ ପାଇଁ ମୋଟ୍ ୫ ଲକ୍ଷ ୪୧ ହଜାର ପରୀକ୍ଷାର୍ଥୀ ଫର୍ମପୂରଣ କରିଥିବା ବେଳେ ରାଜ୍ୟର ୩୨୧୮ଟି କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ ହୋଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି