Masthead

ଆଜିଠୁ ୨୦୨୩-୨୪ ଶିକ୍ଷାବର୍ଷ ଆରମ୍ଭ

କଟକ(ବଡ଼ ଖବର ବ୍ୟୁରୋ): ଆଜିଠୁ ୨୦୨୩-୨୪ ଶିକ୍ଷାବର୍ଷ ଆରମ୍ଭ । ଆଜିଠାରୁ ୮ ତାରିଖ ଯାଏଁ ପିଲାଙ୍କ ନାମଲେଖା ହେବ । କୋଭିଡ ପୂର୍ବରୁ ଯେଉଁଭଳି ପାଠପଢ଼ା ହେଉଥିଲା ସେହି ଭଳି ଢାଞ୍ଚାରେ ପାଠପଢ଼ା ଚାଲିବ । ଏବେ ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ୟ୍ୟନ୍ତ ଛାତ୍ରଛାତ୍ରୀଙ୍କ କ୍ଲାସ ହେବ । ସପ୍ତାହକୁ କେତୋଟି କ୍ଲାସ ହେବ, କେଉଁ କେଉଁ ଦିନ କ୍ଲାସ ରହିବ, ଏନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ ନିଷ୍ପତ୍ତି ନେବେ ।

ଯଦି କୌଣସି ପିଲା ଏହି ସମୟ ମଧ୍ୟରେ ନାମଲେଖାଇ ନପାରନ୍ତି, ୮ ତାରିଖ ପରେ ମଧ୍ୟ ସେମାନଙ୍କୁ ସୁଯୋଗ ମିଳିବ । ଯଦି ୧୧ ତାରିଖ ପୂର୍ବରୁ କୌଣସି ଜିଲ୍ଲାରେ ଅଧିକ ଗ୍ରୀଷ୍ମ ପ୍ରବାହ ନଜରକୁ ଆସେ, ତେବେ ଜିଲ୍ଲାପାଳ ଏଦିଗରେ ପଦକ୍ଷେପ ନେଇ ଆଗୁଆ ସକାଳୁଆ ସ୍କୁଲ କରିପାରିବେ । ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ଏପ୍ରିଲ ୧୧ରୁ ସକାଳୁଆ ସ୍କୁଲ କରିବାକୁ ପୂର୍ବରୁ ଗଣଶିକ୍ଷା ବିଭାଗ ଘୋଷଣା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ