Masthead

ଷ୍ଟାଡିୟମକୁ ସିଏଏ ଏବଂ ଏନଆରସି ବ୍ୟାନରକୁ ନାଁ

ମୁମ୍ବାଇ(ବଡ଼ ଖବର ବ୍ୟୁରୋ): ଆଇପିଏଲ ୨୦୨୩ ମ୍ୟାଚ ଦେଖିବାକୁ ଆସୁଥିବା ଦର୍ଶକଙ୍କ ପାଇଁ ଏକ ସ୍ବତନ୍ତ୍ର ଆଡଭାଇଜରୀ ଜାରି କରାଯାଇଛି। ଏହା ଅନୁଯାୟୀ, ଦିଲ୍ଲୀ, ମୋହାଲି, ହାଇଦ୍ରାବାଦ ଏବଂ ଅହମଦାବାଦରେ ଆଇପିଏଲ ମ୍ୟାଚ ସମୟରେ ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ) ଏବଂ ନ୍ୟାଶନାଲ ରେଜିଷ୍ଟର ଅଫ ସିଟିଜେନ୍ସ (ଏନଆରସି) ବିରୋଧରେ ବ୍ୟାନର ନେବାକୁ ଦର୍ଶକଙ୍କୁ ଅନୁମତି ଦିଆଯିବ ନାହିଁ। ଏହାର ଉଲ୍ଲଂଘନକଲେ ସମ୍ପୃକ୍ତ ବ୍ୟକ୍ତି ବିଶେଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଚେନ୍ନାଇ ସୁପର କିଙ୍ଗ୍ସ, ଦିଲ୍ଲୀ କ୍ୟାପିଟାଲସ୍, ଗୁଜରାଟ ଟାଇଟାନ୍ସ, ଲକ୍ଷ୍ନୌସୁପର ଜ୍ୟାଣ୍ଟସ, ସନରାଇଜର୍ସ ହାଇଦ୍ରାବାଦ, ରାଜସ୍ଥାନ ରୟାଲ୍ସ ଏବଂ ପଞ୍ଜାବ କିଙ୍ଗ୍ସର ଟିକେଟ ପାର୍ଟନର ‘ପେଟିଏମ ଇନସାଇଡର୍‌’ କିଛି  ନିଷିଦ୍ଧ ସାମଗ୍ରୀର ତାଲିକା ପ୍ରକାଶ କରିଛି। ସେଥିମଧ୍ୟରେ ସିଏଏ ଏବଂ ଏନଆରସି ବ୍ୟାନର ଅଛି। ସାଧାରଣତଃ ବିସିସିଆଇ ସହିତ ପରାମର୍ଶ କରିବା ପରେ ଏହା କରାଯାଇଥାଏ। କାରଣ କ୍ରୀଡା ଇଭେଣ୍ଟ କୌଣସି ସମ୍ବେଦନଶୀଳ ରାଜନୈତିକ କିମ୍ବା ନୀତିଗତ ପ୍ରସଙ୍ଗର ପ୍ରୋତ୍ସାହନ ପାଇଁ ଅନୁମତି ଦେଇ ନ ଥାଏ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ