Masthead

ଗ୍ରୀନ ଟ୍ରିବ୍ୟୁନାଲର ହସ୍ତକ୍ଷେପ ପରେ ଆନ୍ଧ୍ର ପ୍ରକଳ୍ପ କରିଦେଲା: ଦେବୀ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କୋଟିଆ ପ୍ରସଙ୍ଗକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ଦେବୀ ମିଶ୍ର । କହିଛନ୍ତି, କେନ୍ଦ୍ର ସରକାର ଚାହିଁଲେ ବିବାଦର ସମାଧାନ କରିପାରିବେ । କୋଟିଆକୁ ନେଇ ରାଜନୀତି ଚାଲିଥିବାରୁ ମୁଁ କୌଣସି ମନ୍ତବ୍ୟ ଦେବାକୁ ଚାଁହୁନି। କେନ୍ଦ୍ରମନ୍ତ୍ରୀଙ୍କ ଗସ୍ତ ସ୍ଵାଗତ ଯୋଗ୍ୟ । କିନ୍ତୁ ସମାଧାନର ଆବଶ୍ୟକତା ରହିଛି। ପୋଲାଭରମ ପ୍ରକଳ୍ପର ଅବସ୍ଥା କ’ଣ ହୋଇଛି ବୋଲି ପ୍ରଶ୍ନ କରିଛନ୍ତି ଦେବୀ ମିଶ୍ର । କେନ୍ଦ୍ରରେ ବିଜେପି ସରକାର ଅଛନ୍ତି । ତାଙ୍କ ସରକାର ଆସିବା ପରେ ଗ୍ରିନ ଟ୍ରିବ୍ୟୁନାଲରର ହସ୍ତକ୍ଷେପ ପରେ ଆନ୍ଧ୍ର ପ୍ରକଳ୍ପ କରିଦେଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି