Masthead

ଆହୁରି ୧୪ ଦିନ ଜେଲରେ ରହିବେ ମନୀଷ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆହୁରୀ ୧୪ ଦିନ ଜେଲରେ ରହିବେ ମନୀଷ ସିସୋଦିଆ । ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଅଛନ୍ତି ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ଆଜି ଶୁଣାଣି ଥିବା ବେଳେ କୋର୍ଟ ଅହୁରି ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇଛନ୍ତି । ଆଜି ସିସୋଦିଆଙ୍କୁ ରାଉଜ ଆଭେନ୍ୟୁ କୋର୍ଟରେ ହାଜର କରାଯାଇଥିଲା । କୋର୍ଟ ତାଙ୍କୁ ୧୭ ଏପ୍ରିଲ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତରେ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ମନୀଷ ସିସୋଡିଆଙ୍କୁ ଫେବୃୟାରୀ ୨୬ରେ ସିବିଆଇ ଗିରଫ କରିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା